John 18:11 — Compare Translations

7 translations compared side by side

Odia - 1840
"ଯୀଶୁ ପିତରଙ୍କୁ କହିଲେ, ତୁମ୍ଭେ ଖଣ୍ଡା ଖାପରେ ରଖି ଦିଅ। ପରମପିତା ମାେତେ ଏହି ପିଆଲା ପିଇବାକୁ ଦଇେଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ତା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପିତରଙ୍କୁ କହିଲେ, “ଖାପରେ ଖଣ୍ଡା ରଖି ଦିଅ। ତୁମେ କ’ଣ ଭାବିଛ, ପିତା ଈଶ୍ୱର ମୋତେ ଦେଇଥିବା ଏହି ଦୁଃଖ ଭୋଗର ପାତ୍ରରୁ ମୁଁ ପାନ କରିବି ନାହିଁ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେ ଖଣ୍ଡା ଖାପରେ ରଖିଦିଅ। ପରମପିତା ମୋତେ ଏହି ପିଆଲା ପିଇବାକୁ ଦେଇଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କ'ଣ ସେଥିରୁ ପାନ କରିବି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಪೆದ್ರುಕ್, “ತುಜೊ ಚಾಕು ಪಿಸ್ವಿತ್ ಘಾಲ್ ಮಾಜ್ಯಾ ಬಾಬಾನ್ ಮಾಕಾ ದಿಲ್ಲ್ಯಾ ಕಸ್ಟಾಚ್ಯಾ ಆಯ್ದಾನಾತ್ಲೆ ಫಿತಲೆ ನಕ್ಕೊ ಮನ್ತೆ ಕಾಯ್ ತಿಯಾ?” ಮಟ್ಲ್ಯಾನ್.