John 18:12 — Compare Translations

7 translations compared side by side

Odia - 1840
"ତା'ପରେ ସୈନ୍ଯମାନେ ଓ ସମାନଙ୍କେ ସନୋପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
Odia BSI (ପବିତ୍ର ବାଇବଲ (CL) NT (BSI))
ରୋମୀୟ ସୈନିକ, ସେନାପତି ଓ ଇହୁଦୀ ପ୍ରହରୀମାନେ ଯୀଶୁଙ୍କୁ ଧରି ବାନ୍ଧି ପକାଇଲେ
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହାନାନଙ୍କ ଆଗକୁ ଅଣାଗଲେ ତା’ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
Odia IRV 2017 (ଓଡିଆ ବାଇବେଲ)
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୂଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅದಿಕಾರ್‍ಯಾನ್ ಹುಕುಮ್ ದಿಲ್ಲ್ಯಾ ತನ್ನಾ ರೊಮಾಚ್ಯಾ ಸೈನಿಕಾನಿ ಅನಿ ಜುದೆವಾನಿ ಧಾಡುನ್ ದಿಲ್ಲ್ಯಾ ರಾಕ್ವಾಲ್ಯಾನಿ. ಜೆಜುಕ್ ಧರುನ್ ಘೆಟ್ಲ್ಯಾನಿ, ಅನಿ ಭಾಂದ್ಲ್ಯಾನಿ.