John 18:13 — Compare Translations
7 translations compared side by side
Odia - 1840
"ସମାନେେ ତାହାଙ୍କୁ ବାନ୍ଧିଲେ ଓ ହାନାନଙ୍କ ନିକଟକୁ ଘନେିଗଲେ। ହାନାନ କଯାଫାଙ୍କର ଶ୍ବଶୁର ଥିଲେ। ସହେି ବର୍ଷ କଯାଫା ମହାୟାଜକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ଵଶୁର ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ପ୍ରଥମେ ହାନାନ୍ଙ୍କ ନିକଟକୁ ନେଇଗଲେ। ହାନାନ୍ ସେହି ବର୍ଷର ପ୍ରଧାନ ଯାଜକ କୟାଫାଙ୍କ ଶ୍ୱଶୁର ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ ବାନ୍ଧିଲେ ଓ ହାନାନଙ୍କ ନିକଟକୁ ଘେନିଗଲେ। ହାନାନ କୟାଫାଙ୍କର ଶ୍ୱଶୁର ଥିଲେ। ସେହି ବର୍ଷ କୟାଫା ମହାଯାଜକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಕಾ ಅದ್ದಿ ಅನ್ನಾಸ್ ಮನ್ತಲ್ಯಾ ಮಾನ್ಸಾಕ್ಡೆ ಘೆವ್ನ್ ಗೆಲ್ಯಾನಿ. ತೊ ತ್ಯಾ ವರ್ಸಾ ಮೊಟೊ ಯಾಜಕ್ ಹೊವ್ನ್ ಹೊತ್ತ್ಯಾ ಕಾಯಿಫಾಸಾಚೊ ಮಾಮಾ.