John 18:14 — Compare Translations
7 translations compared side by side
Odia - 1840
"କଯାଫା ଯିହୂଦୀମାନଙ୍କୁ ପରାମର୍ଶ ଦଇେଥିଲେ, ସବୁ ଲୋକମାନଙ୍କ ମଙ୍ଗଳ ପାଇଁ ଜଣେ ପ୍ରାଣ ଦବୋ ବରଂ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କୟାଫା ଏଥିପୂର୍ବରୁ ଇହୁଦୀ କର୍ତ୍ତୃପକ୍ଷମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ସମସ୍ତଙ୍କ ହିତ ଦୃଷ୍ଟିରୁ ଜଣେ ମରିବା ଶ୍ରେୟସ୍କର।
Odia Bible ERV 2004 (ପବିତ୍ର ବାଇବଲ)
କୟାଫା ଯିହୂଦୀମାନଙ୍କୁ ପରାମର୍ଶ ଦେଇଥିଲେ, “ସବୁ ଲୋକମାନଙ୍କ ମଙ୍ଗଳ ପାଇଁ ଜଣେ ପ୍ରାଣ ଦେବା ବରଂ ଭଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।
Odia IRV 2017 (ଓଡିଆ ବାଇବେଲ)
ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୂଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಲೊಕಾಂಚ್ಯಾ ಸಾಟ್ನಿ ಎಕ್ ಮಾನ್ಸಾನ್ ಮರ್ತಲೆ ಬರೆ ಮನುನ್ ಕಾಯಿಫಾಸಾನುಚ್ ಜುದೆವ್ ಲೊಕಾಂಚ್ಯಾ ಅದಿಕಾರ್ಯಾಕ್ನಿ ಸಲಹಾ ದಿಲ್ಲ್ಯಾನ್.