John 18:15 — Compare Translations

7 translations compared side by side

Odia - 1840
"ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯୀଶୁଙ୍କ ସହିତ ଗଲେ। ସହେି ଶିଷ୍ଯଜଣ ମହାୟାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାୟାଜକଙ୍କ ଘର ଅଗଣା ପର୍ୟ୍ଯନ୍ତ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଅନ୍ୟ ଶିଷ୍ୟର ପ୍ରଧାନ ଯାଜକଙ୍କ ସହିତ ପରିଚୟ ଥିବାରୁ ସେ ଯୀଶୁଙ୍କୁ ଅନୁସରଣ କରି ମହାଯାଜକଙ୍କ ଗୃହର ପ୍ରାଙ୍ଗଣ ଭିତରେ ପ୍ରବେଶ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଜାଣି ନାହାନ୍ତି ବୋଲି ପିତର ମିଥ୍ୟା କହିଲେ ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯୀଶୁଙ୍କ ସହିତ ଗଲେ। ସେହି ଶିଷ୍ୟଜଣ ମହାଯାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାଯାଜକଙ୍କ ଘର ଅଗଣା ପର୍ଯ୍ୟନ୍ତ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಮಾವ್ ಪೆದ್ರು ಅನಿ ತೊ ಅನಿ ಎಕ್ಲೊ ಶಿಸ್ ಜೆಜುಚ್ಯಾ ಫಾಟ್ನಾಫಾಟ್ನಾ ಗೆಲೆ, ತೊ ಅನಿ ಎಕ್ಲೊ ಮೊಟ್ಯಾ ಯಾಜಕಾಂಚ್ಯಾ ವಳ್ಕಿಚೊ ತಸೆ ಮನುನ್ ತೊ ಜೆಜುಚ್ಯಾ ವಾಂಗ್ಡಾ ಮೊಟ್ಯಾ ಯಾಜಕಾಂಚ್ಯಾ ಘರಾಚ್ಯಾ ದಾರಾತ್ ಪತರ್ ಗೆಲೊ.