John 18:16 — Compare Translations

7 translations compared side by side

Odia - 1840
"କିନ୍ତୁ ପିତର ଫାଟକ ବାହା ରେ ଅପେକ୍ଷା କଲେ। ମହାୟାଜକଙ୍କୁ ଜାଣିଥିବା ସହେି ଶିଷ୍ଯ ଜଣକ ବାହାରକୁ ଫରେି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତର ବାହାରେ ଦ୍ଵାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ଵାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ବାହାରେ ଫାଟକ ପାଖରେ ରହିଗଲେ। ଅନ୍ୟ ଶିଷ୍ୟଟି ଫେରିଆସି ଫାଟକ ପାଖରେ ଥିବା ଜଣେ ଦାସୀକୁ କହି ପିତରଙ୍କୁ ପ୍ରାଙ୍ଗଣ ଭିତରକୁ ନେଇ ଆସିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପିତର ଫାଟକ ବାହାରେ ଅପେକ୍ଷା କଲେ। ମହାଯାଜକଙ୍କୁ ଜାଣିଥିବା ସେହି ଶିଷ୍ୟ ଜଣକ ବାହାରକୁ ଫେରି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರು ಭಾಯ್ರ್ ದಾರಾತ್‍ ಭುತ್ತುರ್ ಗುಸ್ತಲ್ಯಾಕ್ಡೆ ಇಬೆ ಹೊತ್ತೊ, ತನ್ನಾ ತೊ ಅನಿ ಎಕ್ಲೊ ಮೊಟ್ಯಾ ಯಾಜಕಾಂಚ್ಯಾ ವಳ್ಕಿಚೊ ಶಿಸ್ ಭಾಯ್ರ್ ಯೆಲೊ. ಅನಿ ತೆನಿ ಎಕ್ಲ್ಯಾ ಕಾಮಾಚ್ಯಾ ಚೆಡ್ವಾಕ್ಡೆ ಸಾಂಗುನ್ ಪೆದ್ರುಕ್ ಭುತ್ತುರ್ ಘೆವ್ನ್ ಯೆಲ್ಯಾನ್.