John 18:17 — Compare Translations

7 translations compared side by side

Odia - 1840
"ସହେି ଦାସୀ ପିତରଙ୍କୁ ପଚାରିଲା, ତୁମ୍ଭେ ବି କ'ଣ ଏହି ଲୋକର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ଦ୍ଵାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାଟକ ପାଖରେ ଥିବା ସେହି ଦାସୀ ପିତରଙ୍କୁ କହିଲା, “ତୁମେ କ’ଣ ସେହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ?” ପିତର ଅସ୍ୱୀକାର କରି କହିଲେ, “ନା, ମୁଁ ନୁହେଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦାସୀ ପିତରଙ୍କୁ ପଗ୍ଭରିଲା, “ତୁମ୍ଭେ ବି କ’ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ?” ପିତର ଉତ୍ତର ଦେଲେ, “ନା, ମୁଁ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ವಾಟೆಕ್ಡೆ ಹೊತ್ತ್ಯಾ ಕಾಮಾಚ್ಯಾ ಚೆಡ್ವಾನ್ ಪೆದ್ರುಕ್, “ತಿಯಾಬಿ ತ್ಯಾ ಮಾನ್ಸಾಚ್ಯಾ ಶಿಸಾನಿತ್ಲೊ ಎಕ್ಲೊ ನ್ಹಯ್ ಕಾಯ್?” ಮಟ್ಲ್ಯಾನ್. ತನ್ನಾ ಪೆದ್ರುನ್, “ನಾ ಮಿಯಾ ನ್ಹಯ್” ಮನುನ್ ಜವಾಬ್ ದಿಲ್ಯಾನ್.