John 18:19 — Compare Translations
7 translations compared side by side
Odia - 1840
"ମହାୟାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ଯମାନଙ୍କ ବିଷୟ ରେ ପ୍ରଶ୍ନ ପଚାରିଲେ। ସେ ଯୀଶୁଙ୍କୁ ତାହାଙ୍କ ଶିକ୍ଷା ବିଷୟ ରେ ପ୍ରଶ୍ନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ଵନ୍ଧରେ ପଚାରିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମହାଯାଜକ ଯୀଶୁଙ୍କୁ ତାଙ୍କ ଶିକ୍ଷା ଓ ଶିଷ୍ୟମାନଙ୍କ ସମ୍ପର୍କରେ ପ୍ରଶ୍ନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ମହାଯାଜକଙ୍କ ପ୍ରଶ୍ନ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ପ୍ରଶ୍ନ ପଗ୍ଭରିଲେ। ସେ ଯୀଶୁଙ୍କୁ ତାହାଙ୍କ ଶିକ୍ଷା ବିଷୟରେ ପ୍ରଶ୍ନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ।
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟ್ಯಾ ಯಾಜಕಾನ್ ಶಿಸಾಂಚ್ಯಾ ಅನಿ ಶಿಕಾಪಾಂಚ್ಯಾ ವಿಶಯಾತ್ ಜೆಜುಕ್ ಪರಸ್ನೆ ಇಚಾರ್ಲ್ಯಾನ್.