John 18:20 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଇ କହିଲେ, “ମୁଁ ସବୁବେଳେ ସମସ୍ତଙ୍କ ନିକଟରେ ପ୍ରକାଶ୍ୟଭାବେ ଶିକ୍ଷା ଦେଇଛି। ମନ୍ଦିର ଓ ଉପାସନା ଗୃହମାନଙ୍କରେ, ଲୋକମାନେ ସମବେତ ହୋଇଥିବାବେଳେ ମୁଁ କଥା ମୁଁ ଗୋପନରେ କହି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୁଁ ଲୋକମାନଙ୍କୁ ସବୁବେଳେ ଖୋଲାଖୋଲି ଭାବେ ଶିକ୍ଷା ଦେଇଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିରରେ ଶିକ୍ଷା ଦେଇ ଆସିଛି। ସେଠାରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಮಿಯಾ ಕನ್ನಾಬಿ ಸಗ್ಳ್ಯಾಕ್ನಿ ಕಾಯ್ಬಿ ಧಾಪುನ್ ಘೆಯ್ನಸ್ತಾನಾ, ಬೊಲ್ಲಾ, ಮಿಯಾ ದೆವಾಚ್ಯಾ ಗುಡಿತ್ ಅನಿ ಸಿನಾಗೊಗಾತ್ನಿ ಮಾಜಿ ಸಗ್ಳಿ ಶಿಕಾಪಾ ಶಿಕ್ವುಲಾ, ಥೈ ಸಗ್ಳಿ ಲೊಕಾ ಗೊಳಾ ಹೊಲ್ಲಿ ರ್‍ಹಾಯ್ತ್, ಮಿಯಾ ಕಾಯ್ಬಿ ಧಾಪುನ್ ಥವ್ನ್ ಘೆವ್ನ್ ಬೊಲುಕ್ನಾ.