John 18:21 — Compare Translations

7 translations compared side by side

Odia - 1840
"ତୁମ୍ଭେ ମାେତେ କାହିଁକି ପ୍ରଶ୍ନ ପଚାରୁଛ? ମାରେ ଶିକ୍ଷା ଶୁଣିଥିବା ଲୋକଙ୍କୁ ପଚାର, ମୁଁ କ'ଣ କହିଥିଲି, ସମାନେେ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ କାହିଁକି ପଚାରୁ ଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋତେ କାହିଁକି ପଚାରୁଛ? ଯେଉଁମାନେ ମୋ’ ଶିକ୍ଷା ଶୁଣିଛନ୍ତି; ସେମାନଙ୍କୁ ପଚାର, ମୁଁ କ’ଣ କହିଛି, ସେମାନଙ୍କଠାରୁ ବୁଝିନିଅ, ସେମାନେ ଜାଣନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ କାହିଁକି ପ୍ରଶ୍ନ ପଗ୍ଭରୁଛ? ମୋର ଶିକ୍ଷା ଶୁଣିଥିବା ଲୋକଙ୍କୁ ପଗ୍ଭର, ମୁଁ କ’ଣ କହିଥିଲି, ସେମାନେ ଜାଣନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।”
Odia IRV 2017 (ଓଡିଆ ବାଇବେଲ)
ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କ'ଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହି ସବୁ ଜାଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಮಾಕಾ ಕಶ್ಯಾಕ್ ಇಚಾರುಲಾಲೆ? ಮಿಯಾ ಬೊಲಲ್ಲ್ಯಾ ಲೊಕಾಕ್ನಿಚ್ ಇಚಾರ್. ಮಿಯಾ ತೆಂಕಾ ಕಾಯ್ -ಕಾಯ್ ಸಾಂಗ್ಲೊ ಮನುನ್ ತೆಂಕಾ ಗೊತ್ತ್ ಹಾಯ್ ಮನುನ್ ಸಾಂಗಟ್ಲ್ಯಾನ್.