John 18:22 — Compare Translations

7 translations compared side by side

Odia - 1840
"ଯୀଶୁ ଏହି କଥା କହିବା ବେଳେ ଯୀଶୁଙ୍କ ପାଖ ରେ ଠିଆ ହାଇେଥିବା ଜଣେ ପ୍ରହରୀ ତାହାଙ୍କୁ ପ୍ରହାର କଲା। ସେ କହିଲା, ତୁମ୍ଭେ ମହାୟାଜକଙ୍କୁ ସପରେି ଉତ୍ତର ଦବୋ ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏ କଥା କହିବାବେଳେ ଜଣେ ପ୍ରହରୀ ତାଙ୍କୁ ଚାପୁଡ଼ା ମାରି କହିଲା: “ତୋର ଏଡ଼େ ସାହସ! ପ୍ରଧାନ ଯାଜକଙ୍କୁ ଏମିତି କହୁଛୁ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏହି କଥା କହିବା ବେଳେ ଯୀଶୁଙ୍କ ପାଖରେ ଠିଆ ହୋଇଥିବା ଜଣେ ପ୍ରହରୀ ତାହାଙ୍କୁ ପ୍ରହାର କଲା। ସେ କହିଲା, “ତୁମ୍ଭେ ମହାଯାଜକଙ୍କୁ ସେହିପରି ଉତ୍ତର ଦେବା ଉଚିତ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
Odia IRV 2017 (ଓଡିଆ ବାଇବେଲ)
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆಜುನ್ ಸಾಂಗಟಲ್ಲ್ಯಾ ತನ್ನಾ ಥೈ ಹೊತ್ತ್ಯಾ ಎಕ್ ರಾಕ್ವಾಲ್ಯಾನ್ ಜೆಜುಚ್ಯಾ ಕಾನಾಕ್ಡೆ ಠಪ್ರಾಕ್ ಮಾರ್‍ಲ್ಯಾನ್ ಅನಿ, “ಮೊಟ್ಯಾ ಯಾಜಕಾಕ್ಡೆ ಅಶೆ ಬೊಲುಚೆ ಮಟ್ಲ್ಯಾರ್ ತುಕಾ ಕವ್ಡೊ ಧೈರೊ?” ಮಟ್ಲ್ಯಾನ್.