John 18:24 — Compare Translations

7 translations compared side by side

Odia - 1840
"ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହାଇେଥିବା ଅବସ୍ଥା ରେ ମହାୟାଜକ କଯାଫାଙ୍କ ନିକଟକୁ ପଠାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ହାନାନ୍ ଯୀଶୁଙ୍କୁ ସେହିପରି ବନ୍ଧା ହୋଇଥିବା ଅବସ୍ଥାରେ ପ୍ରଧାନ ଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅನ್ನಾಸಾನ್ ಭಾಂದಲ್ಲೆ ಹೊತ್ತೆ ತಶೆಚ್ ಜೆಜುಕ್ ಮೊಟೊ ಯಾಜಕ್ ಹೊವ್ನ್ ಹೊತ್ತ್ಯಾ ಕಾಯಿಫಾಸಾಕ್ಡೆ ಧಾಡುನ್ ದಿಲ್ಯಾನ್.