John 18:28 — Compare Translations
7 translations compared side by side
Odia - 1840
"ତା'ପରେ ସମାନେେ ଯୀଶୁଙ୍କୁ କଯାଫାଙ୍କ ଘରୁ ରୋମୀୟ ରାଜ୍ଯପାଳଙ୍କ ପ୍ରାସାଦକୁ ନଇଗେଲେ। ସେତବେେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସମାନେେ ନିଜକୁ ଅପବିତ୍ର କରିବା ପାଇଁ ଚାହୁଁ ନଥିଲେ, କାରଣ ସମାନେେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଚାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି-ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରଦିନ ପ୍ରତ୍ୟୁଷରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ଗୃହରୁ ନେଇ ରୋମୀୟ ରାଜ୍ୟପାଳଙ୍କ ପ୍ରାସାଦରେ ପହଞ୍ôଚଲେ। ଇହୁଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ, କାରଣ ତଦ୍ଦ୍ୱାରା ନିସ୍ତାର ପର୍ବର ଭୋଜି ପାଇଁ ସେମାନେ ନିଜକୁ ଅଶୁଚି କରିବାକୁ ଚାହୁଁ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ପୀଲାତଙ୍କ ସମ୍ମୁଖକୁ ଅଣାଗଲା ତା’ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ଘରୁ ରୋମୀୟ ରାଜ୍ୟପାଳଙ୍କ ପ୍ରାସାଦକୁ ନେଇଗଲେ। ସେତେବେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସେମାନେ ନିଜକୁ ଅପବିତ୍ର କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ସେମାନେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಕ್ಕಾಳಿ ಫಿಡೆ ನಸ್ಕಾತ್ ಜೆಜುಕ್ ಕಾಯಿಫಾಸಾಚ್ಯಾ ಘರಾತ್ನಾ ಮೊಟ್ಯಾ ಅದಿಕಾರ್ಯಾಚ್ಯಾ ಪಿಲಾತಾಚ್ಯಾ ಘರಾಕ್ಡೆ ಘೆವ್ನ್ ಜಾವ್ನ್ ಹೊಲೆ. ಬಸ್ಟಗಾರ್ ಹೊವ್ನ್ ಪಾಸ್ಕಾಚ್ಯಾ ಸನಾಚೆ ಬೊಕ್ಡಾಚೆ ಜೆವಾನ್ ಜೆವ್ಕ್ ಸಮಸ್ಯೆ ಹೊಯ್ಲ್ ಮನುನ್ ಜುದೆವ್ ಲೊಕಾಂಚೆ ಅದಿಕಾರಿ ರಾಜಾಚ್ಯಾ ಘರಾತ್ ಭುತ್ತುರ್ ಗುಸುಕ್ನ್ಯಾತ್.