John 18:3 — Compare Translations

7 translations compared side by side

Odia - 1840
"ତେଣୁ ସେ ଦଳେ ସୈନ୍ଯଙ୍କୁ ନଇେ ବଗିଗ୍ଭକୁ ଗଲା। ସେ ମୁଖ୍ଯ ଯାଜକ ଓ ଫାରୂଶୀମାନଙ୍କ ମଧ୍ଯରୁ କେତକେ ପ୍ରହରୀମାନଙ୍କୁ ମଧ୍ଯ ଆଣିଥିଲା। ସମାନେେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସଠାେରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯିହୂଦା ସୈନ୍ୟଦଳ ପୁଣି ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ଦଳେ ରୋମୀୟ ସୈନିକ ଓ ମୁଖ୍ୟ ଯାଜକ ଓ ଫାରୁଶୀମାନେ ପଠଶଇଥିବା ମନ୍ଦିର ପ୍ରହରୀମାନଙ୍କୁନେଇ ସେଠାରେ ପହଞ୍ôଚଲା। ସେମାନେ ଅସ୍ତ୍ରଶସ୍ତ୍ର, ଦୀପ ଓ ମଶାଲ ଧରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ଦଳେ ସୈନ୍ୟଙ୍କୁ ନେଇ ବଗିଗ୍ଭକୁ ଗଲା। ସେ ମୁଖ୍ୟ ଯାଜକ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ପ୍ରହରୀମାନଙ୍କୁ ମଧ୍ୟ ଆଣିଥିଲା। ସେମାନେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସେଠାରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಜುದಾಸ್ ರೊಮಾಚ್ಯಾ ಸೈನಿಕಾಚೊ ಎಕ್ ತಾಂಡೊ, ಅನಿ ಉಲ್ಲ್ಯಾ ದೆವಾಚ್ಯಾ ಗುಡಿಚ್ಯಾ ರಾಕ್ವಾಲ್ಯಾಕ್ನಿ, ಘೆವ್ನ್ ತ್ಯಾ ಮಳ್ಯಾಕ್ ಯೆಲೊ, ತೆಂಕಾ ಯಾಜಕಾಂಚ್ಯಾ ಮುಖಂಡಾನಿ ಅನಿ ಫಾರಿಜೆವಾನಿ ಧಾಡುನ್ ದಿಲ್ಲ್ಯಾನಿ, ತೆನಿ ಹಾತಿಯಾರಾ, ಲಾಟ್ನಿಯಾ, ಅನಿ ಚುಡ್ತಿಯಾ ಘೆವ್ನ್ ಯೆಲ್ಲ್ಯಾನಿ.