John 18:30 — Compare Translations

7 translations compared side by side

Odia - 1840
"ସମାନେେ ଉତ୍ତର ଦେଲେ, ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “ସେ ସେପରି ଅପରାଧ କରି ନ ଥିଲେ, ତାଙ୍କୁ ଆପଣଙ୍କ ପାଖକୁ ଆଣି ନ ଥାଆନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉତ୍ତର ଦେଲେ, “ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ, “ತೆನಿ ಕಾಯ್ಬಿ ಚುಕ್ ಕರಲ್ಲಿ ನಸ್ಲ್ಯಾರ್, ಅಮಿ ತೆಕಾ ತುಜೆಕ್ಡೆ ಹಾನಿನಸಿ ಹೊತ್ತಾಂವ್” ಮನುನ್ ಜಬಾಬ್ ದಿಲ್ಯಾನಿ.