John 18:31 — Compare Translations

7 translations compared side by side

Odia - 1840
"ପୀଲାତ ଯିହୂଦୀମାନଙ୍କୁ କହିଲେ, ତୁମ୍ଭେ ତାହାକୁ ନଇଯାେଅ ଓ ତୁମ୍ଭ ବ୍ଯବସ୍ଥା ଅନୁସାରେ ତାହାର ବିଚାର କର। ଯିହୂଦୀମାନେ କହିଲେ, କିନ୍ତୁ ଆପଣଙ୍କର ଆଇନ ଅନୁସାରେ ଆମ୍ଭେ କାହାକୁ ମୃତ୍ଯୁଦଣ୍ଡ ଦଇପୋରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୁଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ତ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ କହିଲେ, “ତା’ ହେଲେ ତାଙ୍କୁ ନେଇଯାଇ ତୁମ୍ଭମାନଙ୍କ ବ୍ୟବସ୍ଥା ଅନୁଯାୟୀ ବିଚାର କର।” ସେମାନେ ଉତ୍ତର ଦେଲେ, “କାହାକୁ ପ୍ରାଣ ଦଣ୍ଡାଜ୍ଞା ଦେବା ପାଇଁ ଆମର ଅଧିକାର ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେ ତାହାକୁ ନେଇଯାଅ ଓ ତୁମ୍ଭ ବ୍ୟବସ୍ଥା ଅନୁସାରେ ତାହାର ବିଗ୍ଭର କର।” ଯିହୂଦୀମାନେ କହିଲେ, “କିନ୍ତୁ ଆପଣଙ୍କର ଆଇନ ଅନୁସାରେ ଆମ୍ଭେ କାହାକୁ ମୃତ୍ୟୁଦଣ୍ଡ ଦେଇ ପାରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର । ଯିହୂଦୀମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಾತಾನ್ ತೆಂಕಾ, “ತಸೆ ಜಾಲ್ಯಾರ್ ತುಮಿಚ್ ತೆಕಾ ಘೆವ್ನ್ ಜಾವಾ, ಅನಿ ತುಮ್ಚ್ಯಾ ಖಾಯ್ದ್ಯಾ ಪರ್‍ಕಾರ್ ಕಾಯ್ ಕರ್‍ತಲೆ ಹಾಯ್ ತೆ ಕರಾ” ಮಟ್ಲ್ಯಾನ್ ತನ್ನಾ ತೆನಿ, “ಕೊನಾಕ್ಬಿ ಮರ್‍ನಾಚಿ ಶಿಕ್ಷಾ ದಿವ್ಕ್ ಅಮ್ಕಾ ಪರ್‍ವಾನ್ಗಿ ನಾ” ಮಟ್ಲ್ಯಾನಿ.