John 18:32 — Compare Translations
7 translations compared side by side
Odia - 1840
"ଏହାଦ୍ବାରା ସେ କିପରି ମରିବେ, ସେ ବିଷୟ ରେ ଯୀଶୁଙ୍କର ବାଣୀ ସତ୍ଯ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ସେ କି ପ୍ରକାର ମୃତ୍ୟୁବରଣ କରିବେ, ଏ ବିଷୟରେ ଯୀଶୁ ଯାହା କହିଥିଲେ, ତାହା ସଫଳ ହେବା ପାଇଁ ଏହା ଘଟିଲା।)
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ସେ କିପରି ମରିବେ, ସେ ବିଷୟରେ ଯୀଶୁଙ୍କର ବାଣୀ ସତ୍ୟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥି ନିମନ୍ତେ ସେମାନେ ଏହା କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಿ ಕಸ್ಲ್ಯಾ ರಿತಿಚೆ ಮರಾನ್ ಮರ್ತಲೊ ಹಾಂವ್ ಮನುನ್ ಜೆಜುನ್ ಸಾಂಗಲ್ಲೆ ಪುರಾ ಹೊವ್ಸಾಟ್ನಿ ಅಶೆ ಹೊಲೆ.