John 18:33 — Compare Translations

7 translations compared side by side

Odia - 1840
"ତା'ପରେ ପୀଲାତ ପ୍ରାସାଦ ଭିତରକୁ ଚାଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ପ୍ରାସାଦ ଭିତରକୁ ଯାଇ ଯୀଶୁଙ୍କୁ ଡକାଇ ପଚାରିଲେ, “ତୁମେ କ’ଣ ଇହୁଦୀମାନଙ୍କର ରାଜା?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପୀଲାତ ପ୍ରାସାଦ ଭିତରକୁ ଗ୍ଭଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಿಲಾತ್ ಭುತ್ತುರ್ ಘರಾತ್ ಗೆಲೊ ಅನಿ ಜೆಜುಕ್ ಬಲ್ವುಲ್ಯಾನ್, ಅನಿ “ತಿಯಾ ಜುದೆವಾಚೊ ರಾಜಾ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್,