John 18:34 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମାେ ବିଷୟ ରେ କହିଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁଉତ୍ତର ଦେଲେ, ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ଵନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଏହି ପ୍ରଶ୍ନ ତୁମେ ନିଜ ମନରୁ ପଚାରୁଛ, ନା ଅନ୍ୟମାନେ ମୋ’ ସମ୍ପର୍କରେ ଏ ବିଷୟରେ ତୁମକୁ କିଛି କହିଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମୋ’ ବିଷୟରେ କହିଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉତ୍ତର ଦେଲେ, “ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉତ୍ତର ଦେଲେ, ଆପଣ କ'ଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋ' ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಹೆ ತಿಯಾಚ್ ಮಾಕಾ ಇಚಾರುಲಾಲೆ ಕಾಯ್ ಕೊನ್ತರ್ ಮಾಜ್ಯಾ ವಿಶಯಾತ್ ತುಕಾ ಸಾಂಗ್ಲ್ಯಾನಾತ್?” ಮನುನ್ ಜಬಾಬ್ ದಿಲ್ಯಾನ್,