John 18:35 — Compare Translations

7 translations compared side by side

Odia - 1840
"ପୀଲାତ କହିଲେ, ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସମାନଙ୍କେର ପ୍ରଧାନଯାଜକମାନେ ତୁମ୍ଭକୁ ମାେ ପାଖକୁ ଆଣିଛନ୍ତି। ତୁମ୍ଭେ କ'ଣ ଦୋଷ କରିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ଵଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ କହିଲେ, “ତୁମେ କଅଣ ଭାବିଛ, ମୁଁ ଜଣେ ଇହୁଦୀ? ତୁମ ନିଜ ଜାତିର ଲୋକେ ଓ ମୁଖ୍ୟ ଯାଜକମାନେ ତୁମକୁ ଆଣି ମୋ’ ହାତରେ ସମର୍ପଣ କରିଛନ୍ତି। କୁହ, ତୁମେ କ’ଣ କରିଛ?”
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ କହିଲେ, “ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସେମାନଙ୍କର ପ୍ରଧାନଯାଜକମାନେ ତୁମ୍ଭକୁ ମୋ’ ପାଖକୁ ଆଣିଛନ୍ତି। ତୁମ୍ଭେ କ’ଣ ଦୋଷ କରିଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?
Odia IRV 2017 (ଓଡିଆ ବାଇବେଲ)
ପୀଲାତ ଉତ୍ତର ଦେଲେ, ଆମ୍ଭେ କ'ଣ ଜଣେ ଯିହୂଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କ'ଣ କରିଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಾತಾನ್ “ತಿಯಾ ಕಾಯ್ ಮಿಯಾ ಜುದೆವ್ ಮನುನ್ ಚಿಂತ್ಲೆ ಕಾಯ್? ತುಜ್ಯಾ ಸ್ವತಾಚ್ಯಾ ಲೊಕಾನಿ ಅನಿ ಯಾಜಕಾಂಚ್ಯಾ ಮುಖಂಡಾನಿ ತುಕಾ ಮಾಜ್ಯಾ ತಾಬೆತ್ ದಿಲ್ಯಾನಾತ್. ತಿಯಾ ಕಾಯ್ ಕರ್‍ಲೆ?” ಮಟ್ಲ್ಯಾನ್.