John 18:37 — Compare Translations

7 translations compared side by side

Odia - 1840
"ପୀଲାତ କହିଲେ, ତବେେ ତୁମ୍ଭେ ଜଣେ ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେକେହି ସତ୍ୟର। ସନ୍ତାନ, ସେ ମୋହର କଥା ଶୁଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ପୁଣି ପଚାରିଲେ,”ତୁମେ କ’ଣ ସତରେ ଜଣେ ରାଜା?” ଯୀଶୁ ଉତ୍ତର ଦେଲେ, “ତୁମେ କହୁଛ, ମୁଁ ଜଣେ ରାଜା। କେବଳ ସତ୍ୟ ପ୍ରକାଶ କରିବା ପାଇଁ ମୁଁ ଆସିଛି, କେବଳ ଏହି ଉଦ୍ଦେଶ୍ୟ ନେଇ ମୁଁ ଏ ଜଗତରେ ଜନ୍ମ ଗ୍ରହଣ କରିଛି। ଯେଉଁମାନେ ସତ୍ୟାନୁରାଗୀ, ସେହିମାନେ ହିଁ ମୋ’ କଥା ଶୁଣନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ କହିଲେ, “ତେବେ ତୁମ୍ଭେ ଜଣେ ରାଜା।” ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ମୋତେ ରାଜା ବୋଲି କହୁଛ। ଏହା ସତ୍ୟ। ମୁଁ ଏଥିପାଇଁ ଜନ୍ମ ନେଇଛି। ଲୋକମାନଙ୍କୁ ସତ୍ୟ ବିଷୟରେ କହିବା ପାଇଁ, ସେଥିପାଇଁ ମୁଁ ଜଗତକୁ ଆସିଛି। ସତ୍ୟକୁ ଭଲପାଉଥିବା ପ୍ରତ୍ୟେକ ଲୋକ ମୋ’ କଥା ଶୁଣନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಾತಾನ್ ತೆಕಾ, “ತಸೆ ಜಾಲ್ಯಾರ್ ತಿಯಾ ರಾಜಾ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ ಜೆಜುನ್, “ಮಿಯಾ ರಾಜಾ ಮನುನ್ ತಿಯಾ ಮಟ್ಲೆ. ಮಿಯಾ ಉಪ್ಜುನ್ ಹ್ಯಾ ಜಗಾತ್ ಎಕ್ ಉದ್ದೆಸಾ ಸಾಟ್ನಿ ಯೆಲೊ, ತೆ ಕಾಯ್ ಮಟ್ಲ್ಯಾರ್, ಖರ್‍ಯಾ ತ್ಯಾ ವಿಶಯಾತ್ ಬೊಲ್ತಲೆ, ಜೆ ಕೊನ್- ಕೊನ್ ಹ್ಯಾ ಖರೆಪಾನಾಕ್ ಸಮಂದ್ ಪಡಲ್ಲೆ ಹಾತ್, ತೆನಿ ಮಿಯಾ ಸಾಂಗಲ್ಲೆ ಆಯಿಕ್ತ್ಯಾತ್” ಮಟ್ಲ್ಯಾನ್.