John 18:39 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ବର୍ଷ ନିସ୍ତାରପର୍ବ ବେଳେ ମାଠାରୁେ ଜଣେ ବନ୍ଦୀର ମୁକ୍ତି ମାଗିବା ନିମନ୍ତେ ତୁମ୍ଭମାନଙ୍କର ପ୍ରଥା ଅଛି। ତେଣୁ ତୁମ୍ଭେ ଯଦି ଚାହଁ, ମୁଁ ଏହି 'ଯିହୂଦୀମାନଙ୍କ ରାଜାଙ୍କୁ' ମୁକ୍ତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ୍ଭମାନଙ୍କର ପ୍ରଥା ଅନୁଯାୟୀ ନିସ୍ତାର ପର୍ବବେଳେ ମୁଁ ଜଣେ ବନ୍ଦୀକୁ ମୁକ୍ତ କରି ଦେଇଥାଏ। ଏଥର ଇହୁଦୀମାନଙ୍କର ରାଜାଙ୍କୁ ତୁମ ପାଇଁ ଛାଡ଼ିଦିଏ, ଏହା କ’ଣ ତୁମ୍ଭେମାନେ ଚାହଁ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ବର୍ଷ ନିସ୍ତାରପର୍ବ ବେଳେ ମୋ’ଠାରୁ ଜଣେ ବନ୍ଦୀର ମୁକ୍ତି ମାଗିବା ନିମନ୍ତେ ତୁମ୍ଭମାନଙ୍କର ପ୍ରଥା ଅଛି। ତେଣୁ ତୁମ୍ଭେ ଯଦି ଗ୍ଭହଁ, ମୁଁ ଏହି ‘ଯିହୂଦୀମାନଙ୍କ ରାଜାଙ୍କୁ’ ମୁକ୍ତି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୂଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କ'ଣ ତୁମ୍ଭମାନଙ୍କର ଇଚ୍ଛା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪದ್ದತಿ ಪರ್ಕಾರ್ ತುಮ್ಚ್ಯಾಸಾಟ್ನಿ ಮನುನ್ ಪಾಸ್ಕಾಚ್ಯಾ ಸನಾಚ್ಯಾ ಎಳಾರ್ ಎಕ್ ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ಮಾನ್ಸಾಕ್ ಸೊಡುನ್ ದಿತಲೆ ಮನುನ್ ಹಾಯ್ ನ್ಹಯ್, ಜುದೆವಾಂಚ್ಯಾ ರಾಜಾಕ್ ತುಮ್ಚ್ಯಾಸಾಟ್ನಿ ಮಿಯಾ ಸೊಡುನ್ ದಿವ್ ಕಾಯ್?, ಮಟ್ಲ್ಯಾನ್.