John 18:4 — Compare Translations

7 translations compared side by side

Odia - 1840
"ତାହାଙ୍କ ପ୍ରତି କ'ଣ ଘଟିବ, ସେ କଥା ଯୀଶୁ ଆଗରୁ ଜାଣିଥିଲେ। ସେ ସମାନଙ୍କେ ନିକଟକୁ ଯାଇ ପଚାରିଲେ, ତୁମ୍ଭେ କାହାକୁ ଖୋଜୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପ୍ରତି କ’ଣ ଘଟିବ, ଯୀଶୁ ସବୁ ଜାଣିଥିଲେ। ତେଣୁ ସେ ଆଗକୁ ଆସି ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ପ୍ରତି କ’ଣ ଘଟିବ, ସେ କଥା ଯୀଶୁ ଆଗରୁ ଜାଣିଥିଲେ। ସେ ସେମାନଙ୍କ ନିକଟକୁ ଯାଇ ପଗ୍ଭରିଲେ, “ତୁମ୍ଭେ କାହାକୁ ଖୋଜୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಅಪ್ನಾಕ್ ಕಾಯ್-ಕಾಯ್ ಹೊತಲೆ ಹಾಯ್ ಮನುನ್ ಗೊತ್ತ್ ಹೊತ್ತೆ, ತಸೆಮನುನ್ ತೊ ಉಲ್ಲೆ ಫಿಡೆ ಗೆಲೊ, ಅನಿ “ತುಮಿ ಕೊನಾಕ್ ಹುಡ್ಕುಕ್ ಲಾಗ್ಲ್ಯಾಶಿ?” ಮನುನ್ ಇಚಾರ್‍ಲ್ಯಾನ್.