John 18:40 — Compare Translations
7 translations compared side by side
Odia - 1840
"ମାତ୍ର ଯିହୂଦୀମାନେ ଚିତ୍କାର କଲେ, ନା, ଏ ଲୋକକୁ ନୁହେଁ। ବାରବ୍ବାକୁ ମୁକ୍ତି ଦିଅ। ଏହି ବାରବ୍ବା ଜଣେ ଡକାୟତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ଚିକ୍ରାର କରି କହିଲେ, “ନା, ତାକୁ ନୁହେଁ- ବାରବ୍ବାକୁ ମୁକ୍ତ କରି ଦିଅ।” (ବାରବ୍ବା ଜଣେ ଡକାୟତ ଥିଲା)
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯିହୂଦୀମାନେ ଚିତ୍କାର କଲେ, “ନା, ଏ ଲୋକକୁ ନୁହେଁ। ବାରବ୍ବାକୁ ମୁକ୍ତି ଦିଅ।” ଏହି ବାରବ୍ବା ଜଣେ ଡକାୟତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ । ଏହି ବାରବ୍ବା ଜଣେ ଡକାଇତ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ,“ನಕ್ಕೊ, ತೆಕಾ ನಕ್ಕೊ ಅಮ್ಕಾ ಬಾರಾಬ್ಬಾಸ್ ಪಾಜೆ!” ಮನುನ್ ಬೊಬ್ ಮಾರುಂಗೆತ್ ಜಬಾಬ್ ದಿಲ್ಯಾನಿ, ಬಾರಾಬ್ಬಾಸ್ ಎಕ್ ಹೊರಾಟ್ ಕರ್ತಲೊ ಮಾನುಸ್.