John 18:5 — Compare Translations

7 translations compared side by side

Odia - 1840
"ସହେି ଲୋକମାନେ ଉତ୍ତର ଦେଲେ, 'ନାଜରିତୀୟ ଯୀଶୁଙ୍କୁ।' ଯୀଶୁ କହିଲେ, 'ମୁଁ ନିଜେ ସହେି ଯୀଶୁ।' ଯୀଶୁଙ୍କ ବିରୁଦ୍ଧ ରେ ଯାଇଥିବା ୟିହୂଦା ମଧ୍ଯ ସମାନଙ୍କେ ସହିତ ଠିଆ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ନାଜରିତୀୟ ଯୀଶୁଙ୍କୁ”। ଯୀଶୁ କହିଲେ, “ମୁଁ ସେହି”। ବିଶ୍ୱାସଘାତକ ଯିହୁଦା ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଉତ୍ତର ଦେଲେ, “ନାଜରିତୀୟ ଯୀଶୁଙ୍କୁ।” ଯୀଶୁ କହିଲେ, “ମୁଁ ନିଜେ ସେହି ଯୀଶୁ।” ଯୀଶୁଙ୍କ ବିରୁଦ୍ଧରେ ଯାଇଥିବା ଯିହୂଦା ମଧ୍ୟ ସେମାନଙ୍କ ସହିତ ଠିଆ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ನಜರೆತಾಚ್ಯಾ ಜೆಜುಕ್” ಮನುನ್ ಜಬಾಬ್ ದಿಲ್ಲ್ಯಾನಿ. ತನ್ನಾ ತೆನಿ, “ಮಿಯಾಚ್ ತೊ” ಮಟ್ಲ್ಯಾನ್, ಜುದಾಸ್ ಇಸ್ಕರಿಯೊತ್ ತೆಂಚ್ಯಾ ವಾಂಗ್ಡಾ ಥೈ ಇಬೆ ಹೊತ್ತೊ.