John 18:6 — Compare Translations
7 translations compared side by side
Odia - 1840
"ଯେତବେେଳେ ଯୀଶୁ କହିଲେ, ମୁଁ ଯୀଶୁ, ଲୋକମାନେ ପଛକୁ ଘୁଞ୍ଚିଯାଇ ତଳେ ପଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ସେହି” ବୋଳି ଯୀଶୁ କହିବା ମାତ୍ରେ ସେମାନେ ପଛକୁ ହଟିଯାଇ ତଳେ ପଡ଼ିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯୀଶୁ କହିଲେ, “ମୁଁ ଯୀଶୁ,” ଲୋକମାନେ ପଛକୁ ଘୁଞ୍ଚିଯାଇ ତଳେ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ “ಮಿಯಾಚ್ ತೊ” ಮನುನ್ ಮಟಲ್ಲ್ಯಾ ತನ್ನಾ ತೆನಿ ಫಾಟಿ ಸರಕ್ಲೆ ಅನಿ ಜಿಮ್ನಿ ವರ್ತಿ ಡಬ್ ಪಡ್ಲೆ.