John 18:8 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ମୁଁ ତ କହିଲି ଯେ ମୁଁ ସହେି ଯୀଶୁ। ଯଦି ତୁମ୍ଭେ ମାେତେ ଖୋଜୁଛ, ତବେେ ଏହି ଅନ୍ୟ ଲୋକମାନଙ୍କୁ ଏଠାରୁ ୟିବାକୁ ଛାଡିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ମୁଁ କହିସାରିଛି, ମୁଁ ସେହି। ଯଦି ମୋ’ ପାଇଁ ଆସିଛ, ଏମାନଙ୍କୁ ଛାଡ଼ିଦିଅ। (
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମୁଁ ତ କହିଲି ଯେ ମୁଁ ସେହି ଯୀଶୁ। ଯଦି ତୁମ୍ଭେ ମୋତେ ଖୋଜୁଛ, ତେବେ ଏହି ଅନ୍ୟ ଲୋକମାନଙ୍କୁ ଏଠାରୁ ଯିବାକୁ ଛାଡ଼ିଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ಮಿಯಾ ತುಮ್ಕಾ ವಾಡ್ಗೊಳುಚ್ ಸಾಂಗ್ಲಾ ಮಿಯಾಚ್ ತೊ, ಮನುನ್, ತುಮಿ ಮಾಕಾ ಹುಡ್ಕುಕ್ ಲಾಗ್ಲ್ಯಾಶಿ ಹೊಲ್ಯಾರ್, ಹ್ಯಾ ಹುರಲ್ಲ್ಯಾಕ್ನಿ ಜಾವ್ಕ್ ದಿವಾ” ಮಟ್ಲ್ಯಾನ್.