John 19:11 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ଵରୁ ଆପଣଙ୍କୁ ଦତ୍ତ ହୋଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଇ କହିଲେ, “ମୋ’ ଉପରେ ତୁମର ସେହି ଅଧିକାର ଅଛି, କାରଣ ତାହା ଈଶ୍ୱର ତୁମକୁ ଦେଇଛନ୍ତି। କିନ୍ତୁ ଯେ ମୋତେ ତୁମ ହାତରେ ସମର୍ପଣ କରିଛି, ତା’ର ପାପ ଅଧିକ ଜଘନ୍ୟ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୋ’ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କେବଳ ସେହି କ୍ଷମତା ପରମେଶ୍ୱର ଆପଣଙ୍କୁ ଦେଇଛନ୍ତି। ତେଣୁ ଯିଏ ମୋତେ ଆପଣଙ୍କ ପାଖରେ ସମର୍ପଣ କରିଛି, ତା’ର ପାପ ଆହୁରି ଗୁରୁତର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಜೆಜುನ್, “ತುಕಾ ಮಾಜೆ ವರ್ತಿ ಅದಿಕಾರ್ ಹಾಯ್ ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾನ್ ತೊ ಅದಿಕಾರ್ ತುಕಾ ದಿಲ್ಯಾನಾಯ್, ತೆಚೆಸಾಟ್ನಿ ಜೊ ಕೊನ್ ಮಾಕಾ ತುಜ್ಯಾ ಹಾತಿತ್ ಒಪ್ಸುನ್ ದಿಲ್ಯಾನಾಯ್ ತೆಕಾ ಮೊಟೊ ಪಾಪ್ ಲಾಗ್ತಾ”.