John 19:13 — Compare Translations
7 translations compared side by side
Odia - 1840
"ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ 'ପ୍ରସ୍ତରମଣ୍ଡପ' ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷା ରେ ଏହାର ନାମ 'ଗବ୍ବଥା' ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଚାରସନ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପୀଲାତ ଏହିସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି ‘ପ୍ରସ୍ତରମଣ୍ତପʼ, ଯାହାକୁ ଏବ୍ରୀ ଭାଷାରେ ‘ଗବ୍ବଥାʼ ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ଏହା ଶୁଣି ଯୀଶୁଙ୍କୁ ବାହାରକୁ ନେଇ ଆସିଲେ ଏବଂ ‘ପ୍ରସ୍ତର ମଣ୍ଡପ’ (ହିବ୍ରୁ ଭାଷାରେ ଗବ୍ବାଥା) ନାମକ ସ୍ଥାନରେ ଥିବା ବିଚାରାସନରେ ବସିଲେ। ୧୪ ସେତେବେଳେ ମଧ୍ୟାହ୍ନ ସମୟ, ନିସ୍ତାର ପର୍ବର ପୂର୍ବ ଦିବସ। ପିଲାତ ଲୋକଙ୍କୁ କହିଲେ, “ଏହି ଦେଖ, ତୁମ୍ଭମାନଙ୍କର ରାଜା।”
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ ‘ପ୍ରସ୍ତରମଣ୍ଡପ’ ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷାରେ ଏହାର ନାମ ‘ଗବ୍ବଥା’ ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଗ୍ଭରାସନରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି “ପ୍ରସ୍ତରମଣ୍ଡପ” ଯାହାକୁ ଏବ୍ରୀ ଭାଷାରେ “ଗବ୍ବଥା” ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಗೊಸ್ಟಿಯಾ ಆಯ್ಕಲ್ಲ್ಯಾ ತನ್ನಾ ಪಿಲಾತ್ ಜೆಜುಕ್ ಘರಾತ್ನಾ ಭಾಯ್ರ್ ಹನ್ಲ್ಯಾನ್, ಅನಿ, ಮಟ್ಲ್ಯಾರ್, ಗುಂಡ್ಯಾಚೊ ಕಟ್ಟೊ “ಹೆಬ್ರೆವ್ ಬಾಶೆನ್ ತೆಕಾ ಗಬ್ಬಾಥಾ ಮನ್ತ್ಯಾತ್” ತ್ಯಾ ಜಾಗ್ಯಾ ವರ್ತಿ ಬಸುನ್ ಝಡ್ತಿ ಕರುಕ್ ಬಸ್ತಲ್ಯಾ ಜಾಗ್ಯಾರ್ ಬಸ್ವುಲ್ಯಾನ್.