John 19:14 — Compare Translations

6 translations compared side by side

Odia - 1840
"ସଦେିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ଯାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, ତୁମ୍ଭର ରାଜାଙ୍କୁ ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ୟାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, “ତୁମ୍ଭର ରାଜାଙ୍କୁ ଦେଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!
Odia IRV 2017 (ଓଡିଆ ବାଇବେଲ)
ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ସକାଳ ପ୍ରାୟ ଛଅ ଘଣ୍ଟା ହୋଇଥିଲା । ପୁଣି, ସେ ଯିହୂଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಸ್ಕಾಚ್ಯಾ ಸನಾಚೊ ಅದ್ಲೊ ದಿಸ್ ತೊ ಜಗ್ಗೊಳ್-ಜಗ್ಗೊಳ್ ದೊಪಾರ್ ಹೊವ್ನಗೆತ್ ಯೆಲ್ಲಿ ತನ್ನಾ ಪಿಲಾತಾನ್ ಲೊಕಾಕ್ನಿ,“ಹಿತ್ತೆ ಬಗಾ ತುಮ್ಚೊ ರಾಜಾ!” ಹಾಯ್ ಮಟ್ಲ್ಯಾನ್.