John 19:15 — Compare Translations
7 translations compared side by side
Odia - 1840
"ଯିହୂଦୀମାନେ ଚିତ୍କାର କଲେ, ତାକୁ ଦୂରକୁ ନଇଯାେଅ। ତାକୁ କୃଶ ରେ କଣ୍ଟାବିଦ୍ଧ କରି ମାରିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ଚିକ୍ରାର କଲେ, “ତାକୁ ମରି ଦିଅ- ମାରି ପକାଅ, ତାକୁ କ୍ରୁଶରେ ଚଢ଼ାଅ।” ପିଲାତ ପଚାରିଲେ, “ମୁଁ ତୁମ ରାଜାଙ୍କୁ କ୍ରୁଶରେ ଚଢ଼ାଏ, ଏହା କ’ଣ ତୁମେ ଚାହଁ?” ଯାଜକମାନେ ଉତ୍ତର ଦେଲେ, “କେବଳ ସମ୍ରାଟ ହିଁ ଆମର ଏକମାତ୍ର ରାଜା।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଚିତ୍କାର କଲେ, “ତାକୁ ଦୂରକୁ ନେଇଯାଅ। ତାକୁ କ୍ରୁଶରେ କଣ୍ଟାବିଦ୍ଧ କରି ମାରିଦିଅ।” ପୀଲାତ ଯିହୂଦୀମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହଁ ଯେ, ମୁଁ ତୁମ୍ଭ ରାଜାଙ୍କୁ କ୍ରୁଶରେ ଚଢ଼ାଇ ମାରିବି?” ମୁଖ୍ୟ ଯାଜକମାନେ ଉତ୍ତର ଦେଲେ, “କାଇସର କେବଳ ଆମ୍ଭର ରାଜା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ । ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କ'ଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಲೊಕಾನಿ, “ತೆಕಾ ಜಿವಾನಿ ಮಾರ್! ತೆಕಾ ಜಿವಾನಿ ಮಾರ್! ತೆಕಾ ಕುರ್ಸಾರ್ ಮಾರ್!” ಮನುನ್ ಬೊಬ್ ಮಾರ್ಲ್ಯಾನಿ. ತನ್ನಾ ಪಿಲಾತಾನ್ ತೆಂಕಾ, “ಮಿಯಾ ತುಮ್ಚ್ಯಾ ರಾಜಾಕ್ ಕುರ್ಸಾರ್ ಮಾರುಚೆ?” ಮನುನ್ ಇಚಾರ್ಲ್ಯಾನ್, ತನ್ನಾ ಯಾಜಕಾಂಚ್ಯಾ ಮುಖಂಡಾನಿ, “ಅಮ್ಕಾ ಎಕ್ಲೊಚ್ ಎಕ್ ರಾಜಾ ಹಾಯ್ ತೊ ಸಿಜರ್” ಮನುನ್ ಜಬಾಬ್ ದಿಲ್ಯಾನಿ.