John 19:16 — Compare Translations
7 translations compared side by side
Odia - 1840
"ତେଣୁ ପୀଲାତ ଯୀଶୁଙ୍କୁ କୃଶ ରେ ମାରିବା ପାଇଁ ସମାନଙ୍କେ ହାତ ରେ ସମର୍ପି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶେଷରେ ପିଲାତ ଯୀଶୁଙ୍କୁ କ୍ରୁଶବିଦ୍ଧ କରିବା ପାଇଁ ସେମାନଙ୍କ ହାତରେ ଛାଡ଼ିଦେଲେ। ତା’ପରେ ଯୀଶୁଙ୍କୁ ସେମାନେ ନେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପୀଲାତ ଯୀଶୁଙ୍କୁ କ୍ରୁଶରେ ମାରିବା ପାଇଁ ସେମାନଙ୍କ ହାତରେ ସମର୍ପି ଦେଲା। ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ ସୈନିକମାନେ ଯୀଶୁଙ୍କୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥି ନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪಿಲಾತಾನ್ ಜೆಜುಕ್ ಕುರ್ಸಾರ್ ಮಾರುಸಾಟ್ನಿ ತೆಂಚ್ಯಾ ಹಾತಿತ್ ಒಪ್ಸುನ್ ದಿಲ್ಯಾನ್.