John 19:17 — Compare Translations
7 translations compared side by side
Odia - 1840
"ଯୀଶୁ ତାହାଙ୍କ ନିଜର କୃଶ ବୋହି କପାଳସ୍ଥଳ ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷା ରେ ସହେି ସ୍ଥାନକୁ 'ଗଲଗଥା' କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ନିଜର କ୍ରୁଶ ବହନ କରି “ଗଲ୍ଗଥା” ବା “ଖପୁରି ଆକାର ପାହାଡ଼” ସ୍ଥାନରେ ଆସି ପହଞ୍ଚିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କ ନିଜର କ୍ରୁଶ ବୋହି “କପାଳସ୍ଥଳ” ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷାରେ ସେହି ସ୍ଥାନକୁ ‘ଗଲ୍ଗଥା’ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ಜೆಜುಕ್ ಘೆಟ್ಲ್ಯಾನಿ ಅನಿ ಜೆಜುನ್ ಅಪ್ನಾಚೊ ಕುರಿಸ್ ವಾವುನ್ ಘೆಟ್ಲ್ಯಾನ್, ಅನಿ ಬುರ್ಡ್ಯಾಚೊ ಜಾಗೊ ಮನ್ತಲ್ಯಾ ಜಾಗ್ಯಾಕ್ ಯೆವ್ನ್ ಪಾವ್ಲೊ ತಶೆ ಮಟ್ಲ್ಯಾರ್ ಹೆಬ್ರೆವ್ ಬಾಶೆತ್ ಗೊಲ್ಗೊಥಾ ಮನ್ತ್ಯಾತ್.