John 19:18 — Compare Translations

7 translations compared side by side

Odia - 1840
"ସହେି 'ଗଲଗଥା' ରେ ସମାନେେ ଯୀଶୁଙ୍କୁ କୃଶବିଦ୍ଧ କଲେ। ଯୀଶୁଙ୍କୁ ମଝି ରେ ରଖି ତାହାଙ୍କର ଦୁଇ ପାଶର୍‌ବ ରେ ଆଉ ଦୁଇଜଣଙ୍କୁ ମଧ୍ଯ କୃଶବିଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଚଢ଼ାଇଲେ, ଦୁଇ ପାଖରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ତାଙ୍କୁ ମଝିରେ ରଖି ତାଙ୍କ ଦୁଇ ପାଶ୍ୱର୍ରେ ଅନ୍ୟ ଦୁଇ ଜଣ ଲୋକଙ୍କୁ କ୍ରୁଶରେ ଚଢ଼ାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ‘ଗ‌‌‌‌‌‌‌ଲ୍‌‌‌‌ଗଥା’ରେ ସେମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ଯୀଶୁଙ୍କୁ ମଝିରେ ରଖି ତାହାଙ୍କର ଦୁଇ ପାର୍ଶ୍ୱରେ ଆଉ ଦୁଇଜଣଙ୍କୁ ମଧ୍ୟ କ୍ରୁଶବିଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଚଢ଼ାଇଲେ, ଦୁଇ ପାଖରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ತೆನಿ ತೆಕಾ ಕುರ್ಸಾರ್ ಮಾರ್‍ಲ್ಯಾನಿ, ಅನಿ ತೆಚ್ಯಾ ವಾಂಗ್ಡಾ, ಅನಿ ದೊಗೆಜಾನಾಕ್ನಿಬಿ ಕುರ್ಸಾರ್ ಮಾರ್‍ಲ್ಯಾನಿ ತೆಂಕಾ ಹಿಕು-ತಿಕುಲ್ಯಾ ಬಾಜುಕ್, ಅನಿ ಜೆಜುಕ್ ಮದ್ದಿ ಕರುನ್ ಕುರ್ಸಾರ್ ಮಾರ್‍ಲ್ಯಾನಿ.