John 19:2 — Compare Translations
7 translations compared side by side
Odia - 1840
"ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ। ତା'ପରେ ସମାନେେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସୈନିକମାନ କଣ୍ଟା ଡାଳର ଗୋଟିଏ ମୁକୁଟ ତିଆରି କରି ଯୀଶୁଙ୍କ ମସ୍ତକରେ ଦେଲେ, ତାଙ୍କୁ ଗୋଟିଏ ବାଇଗଣିଆ ରଙ୍ଗର ପୋଷାକ ପିନ୍ଧାଇଲେ
Odia Bible ERV 2004 (ପବିତ୍ର ବାଇବଲ)
ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା’ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾನಿ ಕಾಟ್ಯಾಂಚ್ಯಾ ಝಿಳಿತ್ ಎಕ್ ಮುಕುಟ್ ಕರ್ಲ್ಯಾನಿ, ಅನಿ ಜೆಜುಚ್ಯಾ ಟಕ್ಲ್ಯಾರ್ ಘಾಟ್ಲ್ಯಾನಿ; ಮಾನಾ ತೆನಿ ತೆಕಾ ಎಕ್ ಜಾಂಬ್ಳ್ಯಾ ರಂಗಾಚೊ ಝಗೊ ನೆಸ್ವುಲ್ಯಾನಿ.