John 19:20 — Compare Translations

7 translations compared side by side

Odia - 1840
"ଯୀଶୁଙ୍କର କୃଶବିଦ୍ଧ ହବୋ ସ୍ଥାନ ନଗରର ନିକଟବର୍ତ୍ତୀ ହାଇେଥିବା କାରଣରୁ ଅନକେ ଯିହୂଦୀ ସହେି ସଙ୍କତେ ପଢିଲେ। ଏହା ଏବ୍ରୀ, ଲାଟିନ୍ ଓ ଗ୍ରୀକ୍ ଭାଷା ରେ ଲଖାେ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି ସେହି ପତ୍ର ଏବ୍ରୀ, ଲାଟୀନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଲୋକ ଏହା ପଢ଼ିଲେ, କାରଣ ଯୀଶୁ ଯେଉଁଠାରେ କ୍ରୁଶବିଦ୍ଧ ହୋଇଥିଲେ, ତାହା ସହର ନିକଟରେ ଥିଲା। ବିଜ୍ଞପ୍ତି ପତ୍ରଟି ହିବ୍ରୁ, ଲାଟିନ୍ ଓ ଗ୍ରୀକ୍ ଭାଷାରେ ଲେଖାଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର କ୍ରୁଶବିଦ୍ଧ ହେବା ସ୍ଥାନ ନଗରର ନିକଟବର୍ତ୍ତୀ ହୋଇଥିବା କାରଣରୁ ଅନେକ ଯିହୂଦୀ ସେହି ସଙ୍କେତ ପଢ଼ିଲେ। ଏହା ଏବ୍ରୀ, ଲାଟିନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍‍ ଓ ଗ୍ରୀକ୍‍ ଭାଷାରେ ଲେଖା ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುಮಾರ್ ಲೊಕಾನಿ ಹೆ ವಾಚ್ವುಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಜೆಜುಕ್ ಕುರ್ಸಾ ವರ್ತಿ ಮಾರಲ್ಲೊ ಜಾಗೊ ಶಾರಾತ್ನಾ ಜಗೊಳ್ ಹೊತ್ತೊ, ತೆ ಲಿವಲ್ಲೆ, ಹೆಬ್ರೆವ್, ಲ್ಯಾಟಿನ್, ಅನಿ ಗ್ರಿಕ್ ಬಾಶೆತ್ ಲಿವಲ್ಲೆ ಹೊತ್ತೆ.

Recommended Reading