John 19:21 — Compare Translations
7 translations compared side by side
Odia - 1840
"ମୁଖ୍ଯ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା, ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ 'ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା' ବୋଲି ଲେଖନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଖ୍ୟ ଯାଜକମାନେ ଆପତ୍ତି କରି ପିଲାତଙ୍କୁ କହିଲେ, “ ‘ସେ ଇହୁଦୀମାନଙ୍କ ରାଜା’ ବୋଳି ନ ଲେଖି, ‘ସେ କହୁଥିଲା, ମୁଁ ଇହୁଦୀମାନଙ୍କ ରାଜା’ ଏ କଥା ଲେଖନ୍ତୁ!”
Odia Bible ERV 2004 (ପବିତ୍ର ବାଇବଲ)
ମୁଖ୍ୟ ଯାଜକମାନେ ପୀଲାତଙ୍କୁ କହିଲେ, “ଯିହୂଦୀମାନଙ୍କ ରାଜା,” ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ ‘ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା’ ବୋଲି ଲେଖନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଯିହୂଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୂଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟ್ಯಾ ಯಾಜಕಾಂಚ್ಯಾ ಮುಖಂಡಾನಿ ಪಿಲಾತಾಕ್ಡೆ,“ಜುದೆವಾಂಚೊ ರಾಜಾ ಮನುನ್ ಲಿವ್ನಕೊ ಹ್ಯೊ ಮಾನುಸ್ ಅಪ್ನಿ ಜುದೆವಾಂಚೊ ರಾಜಾ ಮನುನ್ ಮನುಲಾಗಲ್ಲೊ” ಮಟ್ಲ್ಯಾನಿ.