John 19:25 — Compare Translations
7 translations compared side by side
Odia - 1840
"ଯୀଶୁଙ୍କର ମା' ତାହାଙ୍କ କୃଶ ନିକଟରେ ଠିଆ ହାଇେଥିଲେ, ସଠାେରେ ତାହାଙ୍କର ମାଉସୀ, କ୍ ଲୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲୀନୀ ମରିୟମ ମଧ୍ଯ ଠିଆ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଗ୍ନୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ କ୍ରୁଶ ନିକଟରେ ତାଙ୍କ ମାଁ, ତାଙ୍କ ମାଉସୀ କ୍ଳିଅପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲିନୀ ମରିୟମ ଛିଡ଼ା ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ମା’ ତାହାଙ୍କ କ୍ରୁଶ ନିକଟରେ ଠିଆ ହୋଇଥିଲେ, ସେଠାରେ ତାହାଙ୍କର ମାଉସୀ, କ୍ଲୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲୀନୀ ମରିୟମ ମଧ୍ୟ ଠିଆ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଗ୍ନୀ, କ୍ଳୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲୀନୀ ମରିୟମ ଠିଆ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚಿ ಬಾಯ್ ಮರಿ, ಜೆಜುಚ್ಯಾ ಬಾಯ್ಚಿ ಭೆನ್, ಕ್ಲಿಯೊಪಾಸಾಚಿ ಬಾಯ್ಕೊ ಮರಿ, ಅನಿ ಮರಿ ಮಾಗ್ದೆಲಿನಾ ಹೆನಿ ಥೈಚ್ ಜೆಜುಜ್ಯಾ ಕುರ್ಸಾ ಜಗ್ಗೊಳ್ ಇಬೆ ಹೊತ್ತ್ಯಾನಿ.