John 19:27 — Compare Translations
7 translations compared side by side
Odia - 1840
"ତାପରେ ଯୀଶୁ ତାହାଙ୍କର ସହେି ଶିଷ୍ଯଙ୍କୁ କହିଲେ, ଦେଖ, ଏଠା ରେ ତୁମ୍ଭର ମାଆ। ତେଣୁ ଏହି ଶିଷ୍ଯ ଜଣକ ଯୀଶୁଙ୍କ ମାଆଙ୍କୁ ତାହାଙ୍କ ଘରକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତାଣ! ଆଉ, ସେହି ଦଣ୍ତରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ସେହି ଶିଷ୍ୟକୁ କହିଲେ, “ଏ ତୁମର ମାଁ।” ସେହି ଦିନଠାରୁ ଉକ୍ତ ଶିଷ୍ୟ ଯୀଶୁଙ୍କ ମାଁଙ୍କୁ ନିଜ ଘରକୁ ନେଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ତାହାଙ୍କର ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ଏଠାରେ ତୁମ୍ଭର ମା।” ତେଣୁ ଏହି ଶିଷ୍ୟ ଜଣକ ଯୀଶୁଙ୍କ ମା ଙ୍କୁ ତାହାଙ୍କ ଘରକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତା! ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಅಪ್ನಾಚ್ಯಾ ಶಿಸಾಕ್, “ಹಿ ತುಜಿ ಬಾಯ್” ಮನುನ್ ಸಾಂಗಟ್ಲ್ಯಾನ್, ತನ್ನಾಚ್ಯಾನ್ ತ್ಯಾ ಶಿಸಾನ್ ತಿಕಾ ಅಪ್ನಾಚಿ ಸ್ವತಾಚಿ ಬಾಯ್ ಕರುನ್ ಘೆಟ್ಲ್ಯಾನ್ ಅನಿ ಘರಾಕ್ ಘೆವ್ನ್ ಗೆಲ್ಯಾನ್.