John 19:28 — Compare Translations
7 translations compared side by side
Odia - 1840
"ଏବେ ସମସ୍ତ କିଛି ଶଷେ ହାଇଯୋଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ଯ ହବୋ ପାଇଁ ସେ କହିଲେ, ମାେତେ ଶୋଷ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଜାଣିପାରିଲେ, ସବୁ ବିଷୟ ସମ୍ପୂର୍ଣ୍ଣ ହୋଇଛି। କିନ୍ତୁ ଶାସ୍ତ୍ରୋକ୍ତ ଭବିଷ୍ୟବାଣୀକୁ ସଫଳ କରିବା ପାଇଁ ସେ କହିଲେ: “ମୋତେ ତୃଷା ହେଉଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ୍ୟୁବରଣ କଲେ ଏବେ ସମସ୍ତ କିଛି ଶେଷ ହୋଇଯାଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ୟ ହେବା ପାଇଁ ସେ କହିଲେ, “ମୋତେ ଶୋଷ କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಯ್ ಘಡ್ತಲೆ ಹಾಯ್ ತೆ ಸಗ್ಳೆ ಘಡುನ್ ಹೊಲೆ ಮನುನ್ ಜೆಜುಕ್ ಕಳ್ಳೆ. ಪವಿತ್ರ್ ಪುಸ್ತಕಾತ್ಲೆ ಖರೆ ಹೊವ್ಸಾಟ್ನಿ ತೆನಿ, “ಮಾಕಾ ಸೊಸ್ ಲಾಗ್ಲಾ!” ಮಟ್ಲ್ಯಾನ್.