John 19:3 — Compare Translations

7 translations compared side by side

Odia - 1840
"ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, ହେ! ଯିହୂଦୀମାନଙ୍କ ରାଜା। ସମାନେେ ଯୀଶୁଙ୍କୁ ଚାପୁଡା ମାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ “ଇହୁଦୀମାନଙ୍କର ରାଜା ଦୀର୍ଘଜୀବୀ ହେଉନ୍ତୁ” ବୋଲି କହି ତାଙ୍କୁ ଚାପୁଡ଼ା ମାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, “ହେ! ଯିହୂଦୀମାନଙ୍କ ରାଜା।” ସେମାନେ ଯୀଶୁଙ୍କୁ ଗ୍ଭପୁଡ଼ା ମାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୂଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಚೆಕ್ಡೆ ಯೆವ್ನ್ “ಜುದೆವಾಂಚ್ಯಾ ರಾಜಾ ತುಕಾ ಜೈ ಹೊಂವ್ದಿ” ಮಟ್ಲ್ಯಾನಿ, ಅನಿ ಜಾವ್ನ್ ತೆನಿ ತೆಕಾ ಠಪ್ರಾಕ್ಯಾ ಮಾರ್‍ಲ್ಯಾನಿ.