John 19:31 — Compare Translations

7 translations compared side by side

Odia - 1840
"ସଦେିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶଷେ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଚାହୁଁ ନଥିଲେ ଯେ, ମୃତ ଶରୀରଗୁଡିକ କୃଶ ଉପରେ ବିଶ୍ରାମବାର ଦିନ ପର୍ୟ୍ଯନ୍ତ ଝୁଲି ରହୁ। ତେଣୁ ସମାନେେ ପୀଲାତଙ୍କୁ ଅନୁ ରୋଧ କଲେ ଯେ, ସମାନଙ୍କେର ଗୋଡ ଭାଙ୍ଗିଦବୋ ପାଇଁ ଆଦେଶ ଦିଅନ୍ତୁ। ଯେପରି ସମାନେେ ଶ୍ରୀଘ୍ର ମରିଯିବେ ଓ ସମାନଙ୍କେର ଦହେ କୃଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ ଆୟୋଜନଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାରରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ରୁଶବିଦ୍ଧ ଲୋକମାନଙ୍କର ଗୋଡ଼ ଭାଙ୍ଗି ସେମାନଙ୍କ ମୃତ ଶରୀରଗୁଡ଼ିକୁ କ୍ରୁଶରୁ ଓହ୍ଲାଇ ଆଣିବା ପାଇଁ ଇହୁଦୀ କର୍ତ୍ତୃପକ୍ଷମାନେ ପିଲାତଙ୍କୁ ଅନୁମତି ମାଗିଲେ। କାରଣ, ସେ ଦିନ ଥିଲା ଶୁକ୍ରବାର ଏବଂ ତା’ ପରଦିନ ପବିତ୍ର ବିଶ୍ରାମବାରରେ ମୃତ ଦେହଗୁଡ଼ିକୁ କ୍ରୁଶ ଉପରେ ଛାଡ଼ି ଦେବାକୁ ସେମାନେ ଚାହୁଁ ନ ଥିଲେ। (କାରଣ ସେହି ବିଶ୍ରାମବାରଟି ଥିଲା ମହାପବିତ୍ର ଦିନ।)
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାରରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୂଦୀମାନେ ପୀଲାତଙ୍କୁ ଅନୁରୋଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುದೆವಾಂಚ್ಯಾ ಅದಿಕಾರ್‍ಯಾನಿ ಕುರ್ಸಾರ್ ಮಾರಲ್ಲ್ಯಾಂಚೆ ಡೊಕೆ ಮೊಡುನ್ ತೆಂಚಿ ಮಡಿ ಕುರ್ಸಾನಿ ವೈನಾ ಉತ್ರುಕ್ ಪಿಲಾತಾಕ್ನಾ ಪರ್‍ವಾನ್ಗಿ ಘೆಟ್ಲ್ಯಾನಿ. ತೆಚೆಸಾಟ್ನಿ ತೆನಿ ತೊ ದಿಸ್ ಸುಕ್ರಾರ್, ಅನಿ ಸಬ್ಬಾತಾಚಿ ದಿಸಿ ಮಡಿ ಕುರ್ಸಾ ವರ್ತಿ ಥವ್ತಲೊ ಮನ್ ತೆಂಕಾ ನತ್ತೊ, ಹಿ ಪರ್‍ವಾನ್ಗಿ ಮಾಗುನ್ ಘೆಟಲ್ಲ್ಯಾನಿ, ಅನಿ ಹ್ಯೊ ಸಬ್ಬಾತ್‍ ತರ್ ಲೈ ವಿಶೆಸ್ ರಿತಿಚೊ ಪವಿತ್ರ್ ಸಬ್ಬಾತ್ ಹೊತ್ತೊ.

Recommended Reading