John 19:32 — Compare Translations

7 translations compared side by side

Odia - 1840
"ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ ଭାଙ୍ଗି ଦେଲେ। ତା'ପରେ ସମାନେେ ଅନ୍ୟ ଲୋକଟିର ଗୋଡ ଭାଙ୍ଗି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସୈନିକମାନେ ଯାଇ ଯୀଶୁଙ୍କ ସହିତ କ୍ରୁଶବିଦ୍ଧ ହୋଇଥିବା ଅନ୍ୟ ଦୁଇ ଜଣ ଲୋକର ଗୋଡ଼ ଭାଙ୍ଗି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ଼ ଭାଙ୍ଗିଦେଲେ। ତା’ପରେ ସେମାନେ ଅନ୍ୟ ଲୋକଟିର ଗୋଡ଼ ଭାଙ୍ଗିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಸೈನಿಕಾ ಗೆಲಿ ಅನಿ ಜೆಜುಚ್ಯಾ ವಾಂಗ್ಡಾ ಕುರ್ಸಾರ್ ಮಾರಲ್ಲ್ಯಾ ದೊಗ್ಯಾಂಚೆಬಿ ಡೊಕೆ ಮೊಡ್ಲ್ಯಾನಿ.