John 19:34 — Compare Translations

7 translations compared side by side

Odia - 1840
"କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ବାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ଜଣେ ସୈନିକ ଯୀଶୁଙ୍କ ଶରୀରର ପାଶ୍ୱର୍ଦେଶରେ ବର୍ଚ୍ଛାବିଦ୍ଧ କଲା ଏବଂ ସେଥିରୁ ଜଳ ଓ ରକ୍ତ ନିର୍ଗତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ୱାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಸೈನಿಕಾನ್ ಕಶೆ ಕಾಯ್ಕಿ ಅಪ್ನಾಚ್ಯಾ ಬರ್ಚಿನಿ ಜೆಜುಚ್ಯಾ ಪಕ್ಡಿತ್ ಟೊಪ್ಲ್ಯಾನ್. ತನ್ನಾ ತಾಬೊಡ್ತೊಬ್ ರಗಾತ್ ಅನಿ ಪಾನಿ ಭಾಯ್ರ್ ಪಡ್ಲೆ.