John 19:35 — Compare Translations
7 translations compared side by side
Odia - 1840
"ୟିଏ ଏହା ଦେଖିଛନ୍ତି ସେ ଏହା ବର୍ଣ୍ଣନା କରିଛନ୍ତି। ୟଦ୍ବାରା ତୁମ୍ଭେ ମଧ୍ଯ ଶୁଣି ବିଶ୍ବାସ କରିବ। ସେ ଯାହା କହନ୍ତି, ତାହା ସତ୍ଯ। ସେ ଜାଣନ୍ତି ଯେ, ସେ ସତ୍ଯ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ଵାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
(ଜଣେ ପ୍ରତ୍ୟକ୍ଷଦର୍ଶୀ ଏହା କହିଛନ୍ତି, ସୁତରାଂ ଏହା ବିଶ୍ୱାସଯୋଗ୍ୟ। ସେ ଯାହା କହିଛନ୍ତି, ସବୁ ସତ୍ୟ। ସେ ନିଜେ ସତ୍ୟବାଦୀ ବୋଲି ଜାଣନ୍ତି।)
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ଏହା ଦେଖିଛନ୍ତି ସେ ଏହା ବର୍ଣ୍ଣନା କରିଛନ୍ତି। ଯଦ୍ଦ୍ୱାରା ତୁମ୍ଭେ ମଧ୍ୟ ଶୁଣି ବିଶ୍ୱାସ କରିବ। ସେ ଯାହା କହନ୍ତି, ତାହା ସତ୍ୟ। ସେ ଜାଣନ୍ତି ଯେ, ସେ ସତ୍ୟ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಹೆ ಬಗಟ್ಲಾ ತ್ಯೆನಿಚ್, ತಿಯಾ ವಿಶ್ವಾಸ್ ಕರುಸಾಟ್ನಿ ಮನುನ್ ಸಾಕ್ಷಿ ದಿಲ್ಯಾನಾಯ್ ಅನಿ ಜೆ ಕಾಯ್ ತೆನಿ ಸಾಂಗ್ಲ್ಯಾನಾಯ್ ತೆ ಖರೆ ಹಾಯ್ ಅನಿ ತೊ ಖರೆ ಬೊಲುಲಾ ಮನುನ್ ತೆಕಾ ಗೊತ್ತ್ ಹಾಯ್.