John 19:36 — Compare Translations

7 translations compared side by side

Odia - 1840
"ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ର ରେ ଯାହା ଲଖାେ ଅଛି, ତାହା ସତ୍ଯ ହବେ, ତାହାଙ୍କର ଗୋଟିଏ ହାଡ ମଧ୍ଯ ଭାଙ୍ଗି ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ତେ ଅସ୍ଥି ଭଗ୍ନ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଘଟଣା ଦ୍ୱାରା ଶାସ୍ତ୍ରୋକ୍ତ ଭବିଷ୍ୟବାଣୀ ସଫଳ ହେଲା। “ତାଙ୍କର ଗୋଟିଏ ହେଲେ ଅସ୍ଥି ଭଗ୍ନ ହେବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ରରେ ଯାହା ଲେଖା ଅଛି, ତାହା ସତ୍ୟ ହେବ, “ତାହାଙ୍କର ଗୋଟିଏ ହାଡ ମଧ୍ୟ ଭାଙ୍ଗି ଯିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೆಚೆ ಎಕ್ ಸೈತ್ ಹಡ್ಡ್ ಮೊಡುನ್ ಹೊಯ್ನಾ. ಮನುನ್ ಪವಿತ್ರ್ ಪುಸ್ತಕಾತ್ ಸಾಂಗಟಲ್ಲೆ ಖರೆ ಹೊವ್‍ಸಾಟ್ನಿ ಹೆ ಅಶೆ ಹೊಲೆ.