John 19:4 — Compare Translations

7 translations compared side by side

Odia - 1840
"ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦବୋକୁ ଚା ହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧ ରେ କୌଣସି ଅଭିଯୋଗ ପାଉ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ପୁନର୍ବାର ବାହାରକୁ ଯାଇ ସମବେତ ଜନତାକୁ କହିଲେ, “ଦେଖ, ତାଙ୍କୁ ତୁମ୍ଭମାନଙ୍କ ସାମ୍ନାକୁ ନେଇ ଆସୁଛି। ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ମୁଁ କୌଣସି କାରଣ ପାଉ ନାହିଁ। ଏହା ତୁମେ ନିଜେ ବୁଝିବ।”
Odia Bible ERV 2004 (ପବିତ୍ର ବାଇବଲ)
ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦେବାକୁ ଗ୍ଭହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ପାଉ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥି ନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಿಲಾತ್ ಅನಿ ಎಗ್ದಾ ಭಾಯ್ರ್ ಲೊಕಾಂಚ್ಯಾ ತಾಂಡ್ಯಾಕ್ಡೆ ಗೆಲೊ, ಅನಿ, “ಬಗಾ! ಮಾಕಾ ತೆಕಾ ಶಿಕ್ಷಾ ದಿ ಸರ್ಕೆ ಕಸ್ಲಿಬಿ ಚುಕ್ ಗಾವುಕ್ನಾ ಮನುನ್ ದಾಕ್ವುಸಾಟ್ನಿ ಮಿಯಾ ತೆಕಾ ತುಮ್ಚ್ಯಾ ಇದ್ರಾಕ್ ಹಾನುಲಾ” ಮಟ್ಲ್ಯಾನ್.