John 19:5 — Compare Translations
7 translations compared side by side
Odia - 1840
"ତାପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, ଦେଖ, ସହେି ଲୋକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
Odia BSI (ପବିତ୍ର ବାଇବଲ (CL) NT (BSI))
ବାଇଗଣିଆ ପୋଷାକ ଓ କଣ୍ଟା ମୁକୁଟ ପିନ୍ଧି ଯୀଶୁ ବାହାରକୁ ଆସିଲେ ଏବଂ ପିଲାତ ଜନତାକୁ କହିଲେ, “ଦେଖ, ଏ ସେହି ବ୍ୟକ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, “ଦେଖ, ସେହି ଲୋକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಕಾಟ್ಯಾಂಚೆ ಕಿರಿಟ್ ಅನಿ ಜಾಂಬ್ಳೊ ಝಗೊ ನೆಸಲ್ಲೊ ಜೆಜು ಭಾಯ್ರ್ ಯೆಲೊ. ತನ್ನಾ ಪಿಲಾತಾನ್ ತೆಂಕಾ “ಬಗಾ! ಹ್ಯಾ ಮಾನ್ಸಾಕ್!” ಮಟ್ಲ್ಯಾನ್.