John 19:7 — Compare Translations
7 translations compared side by side
Odia - 1840
"ୟିଦୂଦୀମାନେ ଉତ୍ତର ଦେଲେ, ଆମ୍ଭର ବ୍ଯବସ୍ଥା ଅନୁସାରେ ସେ ମୃତ୍ଯୁଦଣ୍ଡ ପାଇବା ଉଚିତ କାରଣ ସେ ନିଜକୁ ପରମେଶ୍ବରଙ୍କର ପୁତ୍ର ବୋଲି କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ତର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ଵରଙ୍କ ପୁତ୍ର ବୋଲି କହିଅଛି ଲେବୀ. ୨୪:୧୬ ମାଥି. ୨୦:୧୮,୧୯ ⇧ମମାଥି.୨୬:୬୩-୬୬
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ଉତ୍ତର ଦେଇ କହିଲେ, “ଆମ ଶାସ୍ତ୍ର ବ୍ୟବସ୍ଥା ଅନୁଯାୟୀ, ସେ ମରିବା ଉଚିତ୍, କାରଣ ସେ ନିଜକୁ ‘ଈଶ୍ୱରଙ୍କ ପୁତ୍ର’ ବୋଳି ଦାବୀ କରିଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭର ବ୍ୟବସ୍ଥା ଅନୁସାରେ ସେ ମୃତ୍ୟୁଦଣ୍ଡ ପାଇବା ଉଚିତ୍ କାରଣ ସେ ନିଜକୁ ପରମେଶ୍ୱରଙ୍କର ପୁତ୍ର ବୋଲି କହିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ମୋଶାଙ୍କ ବ୍ୟବସ୍ଥା ଅଛି ଓ ସେହି ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ୱରଙ୍କ ପୁତ୍ର ବୋଲି କହିଅଛି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಜುದೆವಾನಿ “ಅಮ್ಕಾ ಎಕ್ ಖಾಯ್ದೊ ಹಾಯ್ ಅನಿ ತ್ಯಾ ಖಾಯ್ದ್ಯಾ ಪರ್ಕಾರ್ ಹೆಕಾ ಮರ್ನಾಚಿ ಶಿಕ್ಷಾ ಹೊವ್ಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಅಪ್ನಾಕುಚ್ ದೆವಾಚೊಲೆಕ್ ಮನುನ್ ಮಾನ್ತಾ” ಮನುನ್ ಜಬಾಬ್ ದಿಲ್ಯಾನಿ.