John 2:1 — Compare Translations
7 translations compared side by side
Odia - 1840
"ଦୁଇ ଦିନ ପରେ ଗାଲିଲୀର କାନ୍ନା ସହର ରେ ଗୋଟିଏ ବିବାହ ହେଲା। ଯୀଶୁଙ୍କ ମାଆ ସଠାେରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ।;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ଦୁଇ ଦିନ ପରେ ଗାଲିଲୀ ପ୍ରଦେଶର କାନ୍ନା ସହରରେ ଗୋଟିଏ ବିବାହ ଉତ୍ସବ ହେଉଥିଲା। ଯୀଶୁଙ୍କର ମା’ ସେଠାରେ ଉପସ୍ଥିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କାନ୍ନାରେ ବିବାହ ଦୁଇ ଦିନ ପରେ ଗାଲିଲୀର କାନ୍ନା ସହରରେ ଗୋଟିଏ ବିବାହ ହେଲା। ଯୀଶୁଙ୍କ ମା ସେଠାରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ଦିବସରେ ଗାଲିଲୀର କାନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೊನ್ ದಿಸ್ ಹೊಲ್ಲ್ಯಾ ಮಾನಾ ಗಾಲಿಲಿಯಾ ಮನ್ತಲ್ಯಾ ಜಾಗ್ಯಾತ್ಲ್ಯಾ ಕಾನಾ ಮನ್ತಲ್ಯಾ ಗಾಂವಾತ್ ಎಕ್ ಲಗಿನ್ ಹೊತ್ತೆ ಜೆಜುಚಿ ಬಾಯ್ ಥೈ ಹೊತ್ತಿ.